୨୬ ସେପ୍ଟେମ୍ବର ୨୦୧୮ ବୁଧବାର,ଆଜିର ରାଶିଫଳ -କେମିତି କଟିବ ଆଜି ଆପଣଙ୍କ ଦିନ – ଏହି ୪ଟି ରାଶି ଉପରେ ଗଣେଶ ଙ୍କୁ କୃପା ଦୃଷ୍ଟି ରହିବ

Aajira-Rasifala

ମେଷ:–ଆଜି ବୌଦ୍ଧିକ ଚର୍ଚ୍ଚାରୁ ଦୂରରେ ରୁହନ୍ତୁ। ବିଦ୍ୟାର୍ଥିମାନଙ୍କପାଇଁ ସମୟ କଠିନ ଅଟେ। ପେଟ ସମ୍ବନ୍ଧିତ ରୋଗରେ ମଧ୍ୟ ମନ ଚିନ୍ତିତ ହୋଇପାରେ, ପରନ୍ତୁ ମଧ୍ୟାହ୍ନ ପରେ ରୋଗରେ ଆପଣଙ୍କୁ ଆସ୍ୱସ୍ତି ଅନୁଭବ ହେବ। ମାନସିକ ରୂପରେ ମଧ୍ୟ ଆପଣଙ୍କୁ ଭଲ ଲାଗିବ।କ୍ରୋଧକୁ ନିୟନ୍ତ୍ରଣରେ ରଖିକରି ସ୍ଵଭାବକୁ ମୃଦୁ ବନାଇ ରଖିବେ। ବାଣୀ ଉପରେ ନିୟନ୍ତ୍ରଣ ରଖିବାଯୋଗୁଁ ବାତାବରଣକୁ ଶାନ୍ତ ରଖିବାରେ ଆପଣ ସଫଳ ହୋଇପାରନ୍ତି। ଖର୍ଚ୍ଚର ମାତ୍ରା ଅଧିକ ରହିବ। ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ଆଜି ବିଗିଡ଼ି ପାରେ। ଆର୍ଥିକ ରୂପରେ ଆପଣଙ୍କୁ ଲାଭ ହେବ|କୁକୁରକୁ ଖାଇବାକୁ ଦିଅନ୍ତୁ

ବୃଷ:–
ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରନ୍ତୁ ନାହିଁ। ସ୍ଵାସ୍ଥ୍ୟ ଭଲ ରଖିବା ପାଇଁ ଖାଇବା ପିଇବାରେ ଧ୍ୟାନ ରଖିବେ। ଯଦି ନିଜର ବାଣୀ ଉପରେ ନିୟନ୍ତ୍ରଣ ରଖିବେ ଆପଣ କାହା ସହିତ ଉଗ୍ର ଚର୍ଚ୍ଚା ମନମାଳିନ୍ୟକୁ ଟାଳିବାରେ ସଫଳ ହୋ ପାରିବେ। ମଧ୍ୟାହ୍ନ ପରେ ଆପଣଙ୍କ ପ୍ରସନ୍ନତାରେ ବୃଦ୍ଧି ହେବ|ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ସେବାକାରୀମାନଙ୍କ ସହଯୋଗରେ ସମ୍ମ।ନଜନକ ସ୍ଥିତି ପରିଲକ୍ଷିତ ହେବ। ଜନସେବାଦ୍ଵାରା ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ। ମହିଳାମାନେ ଗୁରୁଜନମାନଙ୍କର ଆଦରଣୀୟା ହେବେ ଓ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ। ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମିଥୁନ:–
ଜୀବନସାଥୀ ପ୍ରାପ୍ତ ହେବାପାଇଁ ଆଜିର ଦିନ ଶୁଭ ଅଟେ। ଆୟ ଏବଂ ବ୍ୟାପାରରେ ମଧ୍ୟ ବୃଦ୍ଧିର ଯୋଗ ଅଛି। ମିତ୍ରମାନଙ୍କ ସହିତ ଯାତ୍ରା କରିବାକୁ ଯାଇପାରନ୍ତି, ଯେଉଁଠାରେ ଆପଣଙ୍କ ସମୟ ଅଧିକ ଆନନ୍ଦ ପୂର୍ବକ ବିତିବ। ଆପଣଙ୍କ ସ୍ଵଭାବରେ କ୍ରୋଧ ଏବଂ ଉଗ୍ରତା ନ ହେଉ, ଏହାର ଧ୍ୟାନ ରଖିବେ।| ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଆସିବ। କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ଅସୁବୁଧାର ସମ୍ମୁଖୀନ ହେବେ। କର୍ମ ନିଯୁକ୍ତିରେ ବିଫଳ ହେବେ ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ବିଫଳ ହେବେ। ଦାମ୍ପତ୍ୟ ସୁଖରେ ବାଧା ଆସିବ। ବ୍ୟବସାୟୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ି ପାରନ୍ତି। ଶିକ୍ଷା କ୍ଷେତ୍ରରେ ଆଦୌ ମନଯୋଗ ଦେବେ ନାହିଁ। ପ୍ରତିକାର:- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

କର୍କଟ:–
ଉଚ୍ଚପ୍ରଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ। ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ପ୍ରତିକାର:-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ସିଂହ:–
କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ବସ୍ତ୍ରାଭୂଷଣ ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ। ଅଧାଥିବା କାର୍ଯ୍ୟ ପୂରଣ ହେବ। ଆର୍ଥିକ ସ୍ୱଚ୍ଛଳତା ଦେଖା ଦେବ। ନୂତନ କର୍ମ ନିଯୁକ୍ତି ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବା ସୁଯୋଗ ପାଇବେ। ପ୍ରତିକାର : ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ।

କନ୍ୟା:–
କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ। ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ତୁଳା:–
ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ। କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ। ଗୃହିଣୀମାନେ ମୋଟାମୋଟି ଭାବେ ସୁଖରେ ଦିନଟି କାଟିବେ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ।

ବିଛା:-

ହାତକୁ ନେଇଥିବା କାର୍ଯ୍ୟପାଇଁ ଆଜି କଠିନ ପରିଶ୍ରମ କରିବାକୁ ପଡିବ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପାରିବାରିକ ସମସ୍ୟା ଗୁଡିକୁ ସୁଧାରୀ ନେବା ଉଚିତ୍। ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ। ପ୍ରତିକାର- ମସୁରଡାଲି ଧର୍ମସ୍ଥାନରେ ଦେବେ।

ଧନୁ:-

ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। ସ୍ୱାସ୍ଥ୍ୟ ଠିକ୍ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ଦୂରସ୍ଥାନକୁ  ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ସତର୍କତା ଅବଲମ୍ବନ ନକଲେ ମିଥ୍ୟା ଅପବାଦରେ ନିନ୍ଦିତ ହେବେ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରି ଆଶୀର୍ବାଦ ଭିକ୍ଷା କରନ୍ତୁ।

ମକର:-

ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ, ମଳିମୋକଦ୍ଦମାରେ ସଫଳ ହେବେ। ପ୍ରତିକାର- କୌଣସି କନ୍ୟାକୁ ମିଠା ଖାଇବାକୁ ଦେବେ।

କୁମ୍ଭ:-

କର୍ମ କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାରେ ସାମର୍ଥ୍ୟ ବଢିବ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ। ଦାମ୍ପତ୍ୟ କଳହ ମେଣ୍ଟିଯିବା ଫଳରେ ମନ ଓ ଶରୀର ଭଲ ରହିବ।  ପ୍ରତିକାର- ଗାଈକୁ ଗୁଡ ରୁଟି ଖାଇବାକୁ ଦିଅନ୍ତୁ।

ମୀନ:-

ଆନୁଷ୍ଠାନିକ କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ବିଦେଶ ଯାତ୍ରାରେ ସଫଳ ହେବେ। ନିଜଲୋକ ଶତ୍ରୁତା ଆଚରଣ କରିବା ଯୋଗେ ମନରେ କ୍ଷୋଭ ହତାଶାଭାବ ବୃଦ୍ଧି ହେବ। ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

Leave a Reply

Your email address will not be published. Required fields are marked *