୩ ଅକ୍ଟୋବର ୨୦୧୮ ବୁଧବାର,ଆଜିର ରାଶିଫଳ – କେମିତି କଟିବ ଆଜି ଆପଣଙ୍କ ଦିନ – ଏହି ୪ଟି ରାଶି ଉପରେ ଗଣେଶ ପ୍ରଭୁଙ୍କ କୃପା ରହିବ

Aajira-Rasifala

ମେଷ

ଆଜି ଆପଣ ନିଜ କାର୍ଯ୍ୟସ୍ଥଳରେ ବହୁତ ପରିଶ୍ରମ କରିବେ ଏବଂ ଆପଣଙ୍କୁ ନିଜ ଉପଲବ୍ଧି ଉପରେ ଗର୍ବ ହେବ । କିନ୍ତୁ ଆଜି ଆପଣ ନିଜ ପରିବାର ସହିତ କିଛି ସମୟ ଅତିବାହିତ କରିବା ଜରୁରୀ ।ପ୍ରତ୍ୟେକ କାର୍ଯ୍ୟ ଆତ୍ମବିଶ୍ଵାସ ଏବଂ ଅଟଳ ମନୋବଳର ସହିତ କରନ୍ତୁ, ନିଶ୍ଚିତ ସଫଳତା ମିଳିବ। ପିତା କିମ୍ବା ପୈତୃକ ସଂପତ୍ତିରେ ଲାଭ ହେବ। ସରକାରଙ୍କଠାରୁ ଆର୍ଥିକ ଲାଭ ହେବ। ବିଦ୍ୟାର୍ଥୀମାନେ ନିଜର ପଢ଼ାରେ ଭଲ ପ୍ରଦର୍ଶନ କରିବେ | ନୂଆ ଯୋଜନାକୁ ଅମଳରେ ଆଣିବା ପାଇଁ ଶୁଭ ଦିନ ଅଟେ। ଚାକିରିପେଶା ଲୋକଙ୍କୁ ଉଚ୍ଚ ପଦାଧିକାରିମାନଙ୍କ ତଥା ସରକାରଙ୍କ ତରଫରୁ ପରିଶ୍ରମର ଭଲ ଫଳ ମିଳିବ। ଭାଇ-ଭଉଣୀମାନଙ୍କ ତଥା ମିତ୍ରମାନଙ୍କ ସହିତ ଆନନ୍ଦପୂର୍ବକ ସମୟ କଟିବ। ଭାଗ୍ୟବୃଦ୍ଧି ହେବ,ପ୍ରତିକାର : ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

ବୃଷ

ଆପଣ ମଧ୍ୟ ଫଳା ଫଳରେ ଆଶ୍ଚର୍ଯ୍ୟ ହୋଇପାରନ୍ତି ଏବଂ ନିଜ ଆଶାଠାରୁ ଅଧିକ ନମ୍ବର ପାଇ ପାରନ୍ତି କିମ୍ବା ନାମ ଲେଖା ପାଇଁ ଆଶା ନଥିବା ବିଷୟରେ ନାମ ଲେଖା ପାଇଁ ଅନୁମତି ମିଳିପାରେ , ଏଥିରେ ଆପଣ ଖୁସି ମନାନ୍ତୁ ।ଭୁଲ ବୁଝାବଣା ଏବଂ ନକାରାତ୍ମକ ବ୍ୟବହାର ଆପଣଙ୍କ ଚିତ୍ତରେ ଗ୍ଲାନିର ଭାବ ସୃଷ୍ଟି କରିବ। ସ୍ଵାସ୍ଥ୍ୟରେ ବିଶେଷରୂପରେ ଆଖିରେ ଅସୁବିଧା ହେବ। ପାରିବାରିକ ସଦସ୍ୟମାନଙ୍କ ସହିତ ମନମାଳିନ୍ୟ ହେବ। କାମରେ ସନ୍ତୋଷର ଭାବନା ଆସିବ।ପ୍ରତିକାର :- ବୃଦ୍ଧବୃଦ୍ଧାଙ୍କର ସେବାକରୀ ଖାଇବାକୁ ଦିଅନ୍ତୁ।

ମିଥୁନ

ବହୁଦିନର ଲମ୍ବା ପ୍ରତୀକ୍ଷା ପରେ ଆଇନଗତ କେସର ନିଷ୍ପତ୍ତି ଆପଣଙ୍କ ସପକ୍ଷରେ ଯିବ । ଏବେ ଆପଣ ଶାନ୍ତିରେ ନିଶ୍ୱାସ ନେଇ ପାରିବେ । ଆପଣଙ୍କ ଓକିଲଙ୍କ ପରାମର୍ଶ ଏବେ କାମରେ ଲାଗିବ । ପ୍ରତ୍ୟେକ କାର୍ଯ୍ୟ ଆତ୍ମବିଶ୍ଵାସ ଏବଂ ଅଟଳ ମନୋବଳର ସହିତ କରନ୍ତୁ, ନିଶ୍ଚିତ ସଫଳତା ମିଳିବ। ପିତା କିମ୍ବା ପୈତୃକ ସଂପତ୍ତିରେ ଲାଭ ହେବ। ସରକାରଙ୍କଠାରୁ ଆର୍ଥିକ ଲାଭ ହେବ। ବିଦ୍ୟାର୍ଥୀମାନେ ନିଜର ପଢ଼ାରେ ଭଲ ପ୍ରଦର୍ଶନ କରିବେ,ପ୍ରତିକାର : ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

କର୍କଟ

ଯେଉଁ ବିଦ୍ୟାର୍ଥିମାନେ ଏପର୍ଯ୍ୟନ୍ତ କଠିନ ପରିଶ୍ରମ କରିଥିଲେ ସେମାନଙ୍କ ପାଇଁ ଏବେ ମୌଜ କରିବାର ସମୟ । ଆପଣ ପଢାପଢିରେ ଯେଉଁ ପରିଶ୍ରମ କରିଥିଲେ ତାହାର ଫଳ ଆପଣଙ୍କୁ ସଫଳତା ରୂପରେ ମିଳିବ ।ଆପଣଙ୍କ କୌଣସି ପରିଯୋଜନାକୁ ସରକାରୀ ଲାଭ ପ୍ରାପ୍ତି ହେବାର ସଂଭାବନା ଅଛି। କାର୍ଯ୍ୟାଳୟ ସଲଗ୍ନ କାର୍ଯ୍ୟ ପାଇଁ ଯାତ୍ରାର ମଧ୍ୟ ଯୋଗ ଅଛି। ପରିବାରରେ ଆନନ୍ଦର ବାତାବରଣ ରହିବ। ଘରର ସଜ୍ଜା ଏବଂ ଅନ୍ୟ ବ୍ୟବସ୍ଥାରେ ପରିବର୍ତ୍ତନ କରି ଘରର ବାତାବରଣରେ ସକାରାତ୍ମକ ପରିବର୍ତ୍ତନ କରିବାର ପ୍ରୟାସ ଆଜି ଆପଣ କରିବେ,ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ସିଂହ

ବନ୍ଧୁବାନ୍ଧବ କିମ୍ବା ପରିବାରସହ ଆଜି ଦିନରେ ଯାତ୍ରାଟି ଉପଭୋଗ ହେବ । ଏହି ଭ୍ରମଣ ଅତ୍ୟନ୍ତ ସୁଖ ଦାୟକ ହେବ ଏବଂ ଯାତ୍ରାରୁ ଫେରିବା ପରେ ଘଟଣା ଗୁଡିକ ଅନ୍ୟମାନଙ୍କୁ ମଧ୍ୟ ଆନନ୍ଦିତ କରିବ ।କ୍ରୋଧର ଭାବନା ଆପଣଙ୍କୁ ହାନି ପହଁଚାଇପାରେ। ମାନ-ସମ୍ମାନର ଧ୍ୟାନ ରଖିବେ। କମ କଥା କହିଲେ ବାଦ-ବିବାଦ କିମ୍ବା ମନମାଳିନ୍ୟ ଦୂର କରି ପାରିବେ। ଖର୍ଚ୍ଚର ମାତ୍ରା ବଢ଼ିବ। ସ୍ଵାସ୍ଥ୍ୟ ନରମ ରହିବ,ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ ।

କନ୍ୟା

ଆପଣଙ୍କ ପରିବାର ଆପଣଙ୍କ ପାଇଁ ସହାୟତାର ସ୍ରୋତ ହେବ । ସେମାନେ ଆପଣଙ୍କର ସବୁ ପ୍ରକାର ସାହାଯ୍ୟ କରିବାକୁ ପ୍ରସ୍ତୁତ ଅଟନ୍ତି ।ତେଣୁ ଆପଣ ସେମାନଙ୍କ କଥା ଶୁଣିବା ଉଚ଼ିତ୍ ।ଉଦାସୀନ ବୃତ୍ତି ଏବଂ ସନ୍ଦେହର ଭାବନା ଆପଣଙ୍କ ମନକୁ ଅଣନିଶ୍ୱାସୀ କରିବ। ଦୈନିକ କାର୍ଯ୍ୟ ବିଳମ୍ବରେ ସମ୍ପୂର୍ଣ୍ଣ ହେବ। ପରିଶ୍ରମ ଅଧିକ କରିବେ ପରନ୍ତୁ ଫଳ କମ ମିଳିବ। ଚାକିରିରେ ସମ୍ଭାଳିକରି ରୁହନ୍ତୁ ସାଥିମାନଙ୍କର ସହଯୋଗ କମ ମିଳିବ,ପ୍ରତିକାର : ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ।

ତୁଳା

ଅଦାଲତ ସମ୍ବନ୍ଧୀୟ ସମସ୍ୟାର ଫଳାଫଳ ଆପଣଙ୍କ ସପକ୍ଷରେ ହୋଇପାରେ । ସୌଭାଗ୍ୟ ହେତୁ ଉଚ୍ଚ ଅଧିକାରୀ ଆଜି ଆପଣଙ୍କ ସପକ୍ଷରେ ରହିବେ ,ଯାହା ଫଳରେ ଆପଣଙ୍କୁ ବହୁତ ଲାଭ ହେବ ।ଆଜିର ଦିନ ସାବଧାନ ରହବାକୁ ଉପଦେଶ। ମାନସିକ ଅସ୍ଥିରତା ଅସୁବିଧା ଭୋଗି ପାରନ୍ତି। ମାତା ଏବଂ ମହିଳା ବର୍ଗ ସମ୍ବନ୍ଧୀତ ଚିନ୍ତା ରହିବ। ଆଜିର ଦିନ ଯାତ୍ରା ସ୍ଥଗିତ ରଖନ୍ତୁ,ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ବିଛା

ହଠାତ୍ ଆସିଥିବା ସମସ୍ୟା ଆପଣଙ୍କୁ କୌଣସି ବ୍ୟସ୍ତତାରେ ପକାଇଦେବ । ଏହି ସମସ୍ୟା ଆପଣଙ୍କ କାର୍ଯ୍ୟରେ ବାଧା ସୃଷ୍ଟି କରିବ । ଏହି ସମସ୍ୟାକୁ ଆପଣ ସାହସର ସହିତ ମୁକାବିଲା କରନ୍ତୁ ଏବଂ ଆପଣଙ୍କୁ ବିଜୟ ସୁନିଶ୍ଚିତ ମିଳିବ ।ସମ୍ବେଦନଶୀଳତା ଏବଂ ପ୍ରେମର ଭାବନାରେ ଭରା ମନ ଆଜି ବିପରୀତ ଲିଙ୍ଗ ଆଡ଼କୁ ଅଧିକ ଆକର୍ଷିତ ହେବେ। ମଉଜ-ସଉକ ବସ୍ତୁ ନୂଆ ବସ୍ତ୍ରାଭୂଷଣ ତଥା ବାହନ ଆଦି କ୍ରୟ କରିପାରନ୍ତି। ଉତ୍ତମ ଦାମ୍ପତ୍ୟ ଜୀବନ ମିଳିବ।ପ୍ରତିକାର-ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ଧନୁ

ଆଜି ଆପଣ ଆପଣଙ୍କ ସାଙ୍ଗର ସାନିଧ୍ୟ ଲାଭ କରିବେ ।ଆଜିର ଦିନ ବହୁତ ଖୁସି କରିବାର ଦିନ ଅଟେ । ସମୟର ତାଳେ ତାଳେ ଏହି ସମ୍ପର୍କ ଆହୁରି ମଜବୁତ ହେବ । ଆଜି ଦିନରେ ସ୍ମରଣୀୟ ମୂହୁର୍ତ୍ତ ଆପଣଙ୍କ ସାଂଗରେ ସବୁବେଳେ ରହିବ ।ଈଶ୍ଵର ଭକ୍ତି ଏବଂ ପୂଜା-ପାଠରେ ଆଜି ଦିନର ପ୍ରାରମ୍ଭ କରନ୍ତୁ। ପରିବାରରେ ମଙ୍ଗଳକାରୀ ବାତାବରଣ ରହିବ। ସାଙ୍ଗ ଏବଂ ନିଜ ବନ୍ଧୁମାନଙ୍କ ତରଫରୁ ଭେଟ-ଉପହାର ମିଳିବାର ଆନନ୍ଦ ଅନୁଭବ କରିବେ। କାର୍ଯ୍ୟ ସରଲତାରେ ପୂର୍ଣ୍ଣ ହେବ,ପ୍ରତିକାର:- ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

ମକର

ଆଜି ଆପଣ ପରିବାର ଲୋକଙ୍କ ସହିତ ସମୟ କଟାଇବେ ଏବଂ ବହୁତ ଖୁସି ହେବେ । କିଛି ଏମିତି କରନ୍ତୁ ଯାହା ସମସ୍ତଙ୍କୁ ଖୁସି କରିବ ଏବଂ ପରସ୍ପର ନିକଟତର ହୋଇ ପାରିବେ ।ଅର୍ଥର ନେଣ ଦେଣ କିମ୍ବା କାହାକୁ ଜାମିନ୍ ରେ ଆଣିବାରେ ଆପଣ ଫସି ନ ଯାଆନ୍ତୁ ଏହାର ଧ୍ୟାନ ରଖିବେ। ସ୍ଵାସ୍ଥ୍ୟ ସଂବନ୍ଧୀତ ଯନ୍ତ୍ରଣା ହୋଇପାରେ। ଟଙ୍କାର ନିବେଶ ଭୁଲ୍ ଜାଗାରେ ନ ହେଉ, ଏହାର ଧ୍ୟାନ ରଖିବେ। ପରିବାରର ସଦସ୍ୟ ମାନଙ୍କ ସହିତ ମନମାଳିନ୍ୟ ସମ୍ଭାବନା ଅଛି। ଭୁଲ ବୁଝାବଣା ତଥା ଦୁର୍ଘଟଣା ଆଦିରୁ ବଞ୍ଚିତ ରୁହନ୍ତୁ,ପ୍ରତିକାର : ଗୋଟାମୁଗ କିଛି ମନ୍ଦିରରେ ଦାନ କରନ୍ତୁ।

କୁମ୍ଭ

କାର୍ଯ୍ୟ କୁଶଳତାର ଗୁଣ ଆପଣଙ୍କ ଭିତରେ ବହୁପରିମାଣରେ ଅଛି ଯାହା ଏହିଦିନ ଆହୁରୀ ଅଧିକ ବଢ଼ି ଯିବ । ଆପଣ ସକାରାତ୍ମକ ଏବଂ ରଚ଼ନାତ୍ମକ ଉର୍ଜାରେ ଅଛନ୍ତି । ଏଥିପାଇଁ ଆପଣ ସହଜରେ ସମସ୍ୟାର ସମାଧାନ ଖୋଜି ବାହାର କରିପାରିବେ ।ସମାଜରେ ଅଗ୍ରିମ ସ୍ଥାନ ପ୍ରାପ୍ତ କରି ପାରିବେ। ସାମାଜିକ କାର୍ଯ୍ୟଗୁଡ଼ିକରେ ଭାଗ ନେବାକୁ ହେବ। ବରିଷ୍ଠ ନାଗରୀକମାନଙ୍କ ଏବଂ ମିତ୍ରମାନଙ୍କର ସହଯୋଗ ମିଳିବ। ମିତ୍ରମଣ୍ଡଳରେ ନୂଆ ମିତ୍ର ଯୋଡ଼ିହେବେ। ଚାକିରି-ବ୍ୟବସାୟରେ ଆୟ ବୃଦ୍ଧିର ଯୋଗ ଅଛି

ମୀନ

ଆପଣଙ୍କ ସୁଖ ସଂବଳ ଆପଣଙ୍କୁ ବହୁତ ସାହାଯ୍ୟ କରିବ । ଆପଣ ଯାହା କିଛି ଆଜି କରନ୍ତୁ ନା କାହିଁକି ଆପଣଙ୍କ ଅନ୍ତରଆତ୍ମା ଇଚ୍ଛାନୁଯାଇ କାମକରନ୍ତୁ । ଆପଣ କୌଣସି ବିପଦକୁ ଡ଼ରିବେ ନାହିଁ ।ଧର ଭାବନା ଆପଣଙ୍କୁ ହାନି ପହଁଚାଇପାରେ। ମାନ-ସମ୍ମାନର ଧ୍ୟାନ ରଖିବେ। କମ କଥା କହିଲେ ବାଦ-ବିବାଦ କିମ୍ବା ମନମାଳିନ୍ୟ ଦୂର କରି ପାରିବେ। ଖର୍ଚ୍ଚର ମାତ୍ରା ବଢ଼ିବ ,ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

Leave a Reply

Your email address will not be published. Required fields are marked *