୫ ଜୁନ ୨୦୧୯ ବୁଧବାର,ଆଜିର ରାଶିଫଳ – କେମିତି କଟିବ ଆଜି ଆପଣଙ୍କ ଦିନ – ମହାଲକ୍ଷ୍ମୀ ଙ୍କ କୃପା ରହିବ ଏହି ୩ଟି ରାଶି ଉପରେ

ମେଷ – ଶାରୀରିକ ତଥା ମାନସିକ ସ୍ଵାସ୍ଥ୍ୟ ସମ୍ଭାଳିକରି ଚାଲିବାକୁ ଉପଦେଶ। ଅଧିକ ଶ୍ରମ କରିବା ପରେ କାର୍ଯ୍ୟରେ ସଫଳତା ମିଳିବ ନିରାଶ ହୁଅନ୍ତୁ ନାହିଁ।  ଆପଣଙ୍କର ସ୍ୱପ୍ନ ସାର୍ଥକ ହେବାପାଇଁ ଯେଉଁ କାର୍ଯ୍ୟ କରି ଆସୁଛନ୍ତି ତାହାର ସୁଫଳ ମିଳୁ ନଥିବାରୁ ଆପଣଙ୍କ ମନରେ ନିରାଶ ସୃଷ୍ଟିହୋଇପାରେ । କିନ୍ତୁ ସେଥିପାଇଁ ବିବ୍ରତ ହୁଅନ୍ତୁନି । ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।ଦିନ ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ,ତିକାର– ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ବୃଷ – ବାଣୀ ଉପରେ ନିୟନ୍ତ୍ରଣ ରଖି ଆପଣ ବିବାଦକୁ ଘୁଞ୍ଚାଇ ପାରିବେ। ଆପଣଙ୍କ ମଧ୍ୟରେ ଆଜି କିଛି ସୁଧାର ହେବ। ଆପଣ ନୂଆ କାର୍ଯ୍ୟ କରିବା ପାଇଁ ଉତ୍ସାହିତ ହେବେ। ତଥା କାର୍ଯ୍ୟଙ୍କର ପ୍ରାରମ୍ଭ ମଧ୍ୟ କରି ପାରିବେ। କିନ୍ତୁ ଦ୍ୱନ୍ଦ୍ୱରେ ନିର୍ଣ୍ଣୟ ନିଅନ୍ତୁ ନାହିଁ।  ପ୍ରକୃତିର ବିଭବ ବସ୍ତୁକୁ ଭଲ ପାଇବେ ଏବଂ ଏହାକୁ ଉପଭୋଗ କରିବେ ।ଏଣୁ ଆପଣଙ୍କୁ ଘର ଚାରିକାନ୍ଥ ଗେରରୁ ବାହାରିବାକୁ ଯେଉଁ ଛୁଟିଦିନ ପାଉଛନ୍ତି ଭ୍ରମଣ ଯୋଜନା କଲେ ଆଶ୍ୱସ୍ତି ମିଳିବ ।ଜଗନ୍ନାଥଙ୍କର ଆଶୀର୍ବାଦରେ ଶାରୀରିକ ଏବଂ ମାନସିକ ସୁଖ ରହିବ। ଚାକିରି-ବ୍ୟବସାୟରେ ଆପଣଙ୍କ କାର୍ଯ୍ୟଗୁଡ଼ିକର ପ୍ରଶଂସା ହେବ। ବ୍ୟାପାରିମାନଙ୍କ ଦ୍ଵାରା କାମର ମର୍ଯ୍ୟାଦା ହେବ, ଯାହା ଆପଣଙ୍କୁ ଅଧିକ ପ୍ରୋତ୍ସାହିତ କରିବ। ପଦୋନ୍ନତିର ଯୋଗ ଅଛି,ପ୍ରତିକାର:-ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ମିଥୁନ – ଆଜି ନୂତନ କାର୍ଯ୍ୟ ଏବଂ ଯାତ୍ରା ନ କରିବା ପାଇଁ ଉପଦେଶ। ରାଗ-ଦ୍ଵେଷ ପରି ଭାବନାକୁ ଛାଡ଼ିକରି ସମତାପୂର୍ବକ ବ୍ୟବହାର କରିବା ଆଜି ଭଲହେବ। ଆଧ୍ୟାତ୍ମିକ କ୍ଷେତ୍ରରେ ସିଦ୍ଧି ପ୍ରାପ୍ତ କରିବାପାଇଁ ଯୋଗ ଅଛି। । ଆଜି ଆପଣଙ୍କର କୌଣସି ପରିବାରବର୍ଗ ସଦସ୍ୟ କିମ୍ବା ପୋଡଶୀଙ୍କ ସହ ଝଗଡାରୁ ନିଜକୁ ରକ୍ଷା କରନ୍ତୁ । କୌଣସି ଏକ ଛୋଟ ସମସ୍ୟା ବିରାଟ ରୂପ ଧାରଣ କରିପାରେ ।ମାନସିକ ରୂପରେ ଆପଣଙ୍କର ଭାବୁକତାର ମାତ୍ରା ଅଧିକ ରହିବ। ବିଦ୍ୟାର୍ଥୀଗଣ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ,ପ୍ରତିକାର: କୁଷ୍ଠରୋଗୀଙ୍କୁ ଖାଇବାକୁ ଦିଅନ୍ତୁ।

କର୍କଟ:– ଆଜିର ଦିନର ପ୍ରାରମ୍ଭ ଆନନ୍ଦପ୍ରଦ ରହିବ। ବିଚାରରେ ଉଗ୍ରତା ଏବଂ ଅଧିକାର ଭାବନା ମନରେ ରହିବ। ଆର୍ଥିକ ଲାଭର ଏବଂ ଯାତ୍ରାର ସମ୍ଭାବନା ଅଛି।  ବୋଧହୁଏ ଆପଣଙ୍କୁ ଏମିତି ଲାଗିବ ଯେ ଆପଣ ଯାହା ପଢ଼ିଛନ୍ତି ସେହି ପାଠ ଆପଣଙ୍କ ବ୍ୟକ୍ତିଗତ ଉନ୍ନତିରେ ସହାୟକ ହେବ ।ସକାଳେ ହିଁ ମିତ୍ରମାନଙ୍କ ସହିତ ବୁଲିବାକୁ, ଖାଇବା ପିଇବା ଏବଂ ମନୋରଞ୍ଜନରେ ଦିନ ବିତିବ। ଭାଗିଦାରୀ ସହିତ ସମ୍ବନ୍ଧ ଭଲ ରହିବ ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କୁ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ,ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ସିଂହ – ବୌଦ୍ଧିକ କାର୍ଯ୍ୟଗୁଡ଼ିକ କରିବା ପାଇଁ ତଥା ଜନ ସଂପର୍କ ବନାଇ ରଖିବା ପାଇଁ ଏବଂ ଲୋକମାନଙ୍କ ସହିତ ମିଳାମିଶା କରିବା ପାଇଁ ଆଜି ଦିନ ଭଲ ଅଟେ। ଛୋଟ ପ୍ରବାସର ସମ୍ଭାବନା ଅଛି।  କିଛି ନୂଆ ଖେଳ ଖେଳିବାକୁ କିମ୍ବା କୌଣସି ନୂତନ କାର୍ଯ୍ୟ କରିବାକୁ ଆପଣଙ୍କର ପ୍ରବଳ ଆଗ୍ରହ ହେବ । ଆଜି ଆପଣ ନିଷ୍ପତ୍ତି ନେବେ ଯେ ଯେଉଁ କାମ ଆପଣ କରିବେ ତାହା କିପରି କରିବେ ।ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ। ମଧ୍ୟାହ୍ନ ପରେ ଆପଣ ବୈଚାରିକ ସ୍ଥିରତା ସହିତ ନିଜ ହାତକୁ ଆସିଥିବା କାର୍ଯ୍ୟଗୁଡ଼ିକୁ ସମ୍ପୂର୍ଣ୍ଣ କରି ପାରିବେ,ପ୍ରତିକାର: ଈଶ୍ୱର ପ୍ରାର୍ଥନା ଓ ଧ୍ୟାନ ଦ୍ୱାରା ଶାନ୍ତି ମିଳିବ ।

କନ୍ୟା – ଘରର ସଦସ୍ୟମାନଙ୍କ ସହିତ ଆପଣ ଆବଶ୍ୟକ ଚର୍ଚ୍ଚା କରିବେ। ଘରର ସାଜସଜ୍ଜାରେ ଏବଂ ଅନ୍ୟ ବିଷୟଗୁଡ଼ିକରେ ପରିବର୍ତ୍ତନ କରିବାରେ ଆପଣଙ୍କ ରୁଚି ବଢ଼ିବ। ମାତାଙ୍କ ସହିତ ସମ୍ବନ୍ଧ ଭଲ ରହିବ କାର୍ଯ୍ୟାଳୟରେ ଉଚ୍ଚ ଅଧିକାରୀମାନଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ।  ଅନ୍ୟମାନେ ଆପଣଙ୍କ ପରାମର୍ଶ ଉପରେ ନିର୍ଭର କରନ୍ତୁ । ସମସ୍ତେ ଆପଣଙ୍କ ଉପରେ ନିର୍ଭର କରିବାଟା ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗିପାରେ ।ଅଧିକାରୀମାନଙ୍କ ସହିତ ବାଣୀ ଏବଂ ବ୍ୟବହାରରେ ନିୟନ୍ତ୍ରଣ ରଖିବେ। ବ୍ୟାପାରରେ ବିଘ୍ନ ଆସିବାର ଆଶଙ୍କା ଅଛି। ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କପାଇଁ ପରିସ୍ଥିତି ଅନୁକୂଳ ରହିବ। ଅଧିକାରୀଗଣ ଆପଣଙ୍କ କାର୍ଯ୍ୟରେ ସନ୍ତୋଷ ଅନୁଭବ କରିବେ, ପ୍ରତିକାର– ମସୁରଡାଲି ଧର୍ମସ୍ଥାନରେ ଦେବେ।

ତୁଳା – ପାରିବାରିକ ଏବଂ ବ୍ୟବସାୟ କ୍ଷେତ୍ରରେ ଆପଣଙ୍କ ଦିନ ବହୁତ ଭଲ ଭାବରେ କଟିବ। କାର୍ଯ୍ୟଭାର ବଢ଼ିବାରୁ ସ୍ଵାସ୍ଥ୍ୟରେ କିଛି ଢିଲାପଣ ଆସିବ, କିନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କ ସ୍ଵାସ୍ଥ୍ୟରେ ସୁଧାର ହେବ।  ଯାହା ହେଉ ପଛେ ଏହା ଏକ ସୁନ୍ଦର ସ୍ମରଣୀୟ ଭ୍ରମଣ ହିସାବରେ ଆପଣଙ୍କ ଜୀବନରେ ଛାପ ରହିବ ।ଆଜି ଆତ୍ମବିଶ୍ଵାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାରେ ପ୍ରସ୍ତୁତ କରିବେ। ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ସ୍ଵଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖିବେ,ପ୍ରତିକାର:- ଅସହାୟାକୁ ସାହାଯ୍ୟ କରନ୍ତୁ।

ବିଛା – ଆବଶ୍ୟକ କାର୍ଯ୍ୟଗୁଡ଼ିକରେ ନିର୍ଣ୍ଣୟ ନ ନେବା ପାଇଁ ଆପଣଙ୍କୁ ଉପଦେଶ। ନୂଆ କାର୍ଯ୍ୟର ପ୍ରାରମ୍ଭ କରିବା ପାଇଁ ଆଜି ଦିନର ପ୍ରାରମ୍ଭିକ ସମୟ ବହୁତ ଅନୁକୂଳ ଅଟେ।  ଆପଣଙ୍କ ପରିବାର ଆପଣଙ୍କ ସହ ଥିବାରୁ ଆପଣ ଇଶ୍ୱରଙ୍କୁ ଧନ୍ୟବାଦ ଦିଅନ୍ତୁ ।ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ସରକାର ବିରୋଧୀ ପ୍ରବୃତ୍ତିଗୁଡ଼ିକରୁ ଦୂରରେ ରୁହନ୍ତୁ। ପରିଜନମାନଙ୍କ ସହିତ କଳହର ପ୍ରସଂଗ ବନିପାରେ। ଈଷ୍ଟ ଦେବତାଙ୍କର ଧ୍ୟାନରେ ସମସ୍ୟାଗୁଡ଼ିକର ନିବାରଣ ହେବ , ମାନସିକ ରୂପରେ ଆପଣଙ୍କର ଭାବୁକତାର ମାତ୍ରା ଅଧିକ ରହିବ। ବିଦ୍ୟାର୍ଥୀଗଣ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ,ପ୍ରତିକାର:- ଅସହାୟାକୁ ସାହାଯ୍ୟ କରନ୍ତୁ।

ଧନୁ – ଦିନର ପ୍ରାରମ୍ଭରେ ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଆପଣ ଉତ୍ସାହିତ ରହିବେ। ଶରୀର ଏବଂ ମନର ସୁସ୍ଥତା ମଧ୍ୟ ଆପଣଙ୍କ ଏହି ଉତ୍ସାହକୁ ଦ୍ୱିଗୁଣିତ କରିବ। ସ୍ନେହୀ ମିତ୍ରମାନଙ୍କ ତଥା ସ୍ଵଜନମାନଙ୍କ ସହିତ ସ୍ନେହ ମିଲନ ସମାରୋହରେ ଯିବାକୁ ପଡ଼ିପାରେ।  ଆଜି ଆତ୍ମବିଶ୍ଵାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାରେ ପ୍ରସ୍ତୁତ କରିବେ। ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ସ୍ଵଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖିବେ|ଦୈନିକ କାର୍ଯ୍ୟଗୁଡ଼ିକରେ ଅନୁକୂଳ ପରିସ୍ଥିତି ନିର୍ମିତ ହେବାରୁ ଆଶ୍ୱସ୍ତି ଅନୁଭବ କରିବେ। ଗୃହସ୍ଥଜୀବନର ସମସ୍ୟା ଠିକ ହେବାପରି ପ୍ରତୀୟମାନ ହେବ। ସଂପତ୍ତି ସମ୍ବନ୍ଧୀତ କାର୍ଯ୍ୟର ଉଚିତ ମାର୍ଗ ମିଳିବ।ପ୍ରତିକାର:- ଅସହାୟା ବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ।

ମକର  – କ୍ରୋଧର ମାତ୍ରା ଅଧିକ ରହିବାରୁ କାହା ସହିତ ମନମାଳିନ୍ୟ ହେବ। କିନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କ ଶାରୀରିକ ଏବଂ ମାନସିକ ସ୍ଥିତିରେ ସୁଧାର ହେବ। ପରିବାରରେ ମଧ୍ୟ ଆନନ୍ଦର ବାତାବରଣ ହେବ।  ଶାନ୍ତି ବାଗେଇ ରଖିବା ଚେଷ୍ଟା ଏବେ ରଂଗ ଆଣି ଘରେ ବଦଳୁ ଥିବା ଏହି ଶାନ୍ତି ପୂର୍ଣ୍ଣ ବାତା ବରଣ ପାଇଁ ଆପଣଙ୍କୁ ଈଶ୍ୱରଙ୍କୁ ଧନ୍ୟବାଦ କରିବା ଉଚିତ ।ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ। ସୁଖଦାୟକ ଘଟଣା ଘଟିବ। କାର୍ଯ୍ୟରେ ଯଶ ଏବଂ ସଫଳତା ମିଳିବ। ସ୍ଵାସ୍ଥ୍ୟ ଭଲ ରହିବ। ଆବଶ୍ୟକ କାମ ପଛରେ ଧନ ଖର୍ଚ୍ଚ ହେବ। ଚାକିରିରେ ସିଦ୍ଧି ଏବଂ ସଫଳତା ମିଳିବ,ପ୍ରତିକାର:- ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ ।

କୁମ୍ଭ -ଆଜି ଆପଣଙ୍କ ବ୍ୟବହାର ନ୍ୟାୟପୂର୍ଣ୍ଣ ରହିବ। ସ୍ଵାସ୍ଥ୍ୟ ବିଗିଡ଼ି ପାରେ। କ୍ରୋଧର ମାତ୍ରା ଅଧିକ ରହିବ। ଯେଉଁ କାର୍ଯ୍ୟରେ ପ୍ରୟାସ କରିବେ ସେଥିରେ ଯେତେ ଚେଷ୍ଟା କଲେ ମଧ୍ୟ ଓଲଟା ଫଳ ମିଳିବ।  ଯଦି ଆପଣ ଏହି ଭ୍ରମଣଟି ଚାଲୁରଖନ୍ତି, ସୃଷ୍ଟିହୋଇଥିବା ବାଧା ଆପଣଙ୍କୁ ନିରାଶ କରିବ ।ଅତ୍ୟନ୍ତ ସାବଧାନପୂର୍ବକ ଆଜିର ଦିନ କାଟିବାକୁ ଉପଦେଶ। ଥଣ୍ଡା, କଫ ଏବଂ ଜ୍ୱର କାରଣରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ। ପରିବାରରେ କିଛି ମନମାଳିନ୍ୟ ହୋଇପାରେ। ଧର୍ମ କରିବାରେ ଧନ ଖର୍ଚ୍ଚ ପରି ପରିସ୍ଥିତି ହୋଇପାରେ,ପ୍ରତିକାର:- କୁକୁରକୁ ଖାଦ୍ୟଦିଅନ୍ତୁ ।

ମୀନ – ଆଜି ଆପଣ କିଛି ଅଧିକ ସମ୍ବେଦନଶୀଳ ରହିବେ। ଆପଣଙ୍କ ଭାବନାକୁ ମଧ୍ୟ ଆଘାତ ପହଁଚି ପାରେ। ବାହନ ଚଳାଇବା ସମୟରେ ଧ୍ୟାନ ରଖିବେ। ଆପତ୍ତିକର ବିଚାର, ବ୍ୟବହାର ଏବଂ ଆୟୋଜନରୁ ଦୂରରେ ରୁହନ୍ତୁ। ପାରିବାରିକ ଜୀବନରେ ଶାନ୍ତି ବନାଇରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ନ ହେଉ, ଏହାର ଧ୍ୟାନ ରଖିବେ। ମଧ୍ୟାହ୍ନ ପରେ ଆପଣଙ୍କ ସ୍ଵଭାବରେ ଭାବୁକତା ବଢ଼ିପାରେ। ଆପଣଙ୍କ ରଚନାତ୍ମକ କ୍ଷମତାରେ ବୃଦ୍ଧି ହେବ, ପ୍ରତିକାର– ମସୁରଡାଲି ଧର୍ମସ୍ଥାନରେ ଦେବେ।

Leave a Reply

Your email address will not be published. Required fields are marked *